ଗୋ-ସମାବେଶ, ଓମଫେଡକୁ ବିପଣନ ସହାୟତା ଏବଂ ଗିଫ୍ଟମିଲ୍କ କାର୍ଯ୍ୟକ୍ରମ ଅନୁଷ୍ଠିତ । ଆଭାସୀ ମାଧ୍ୟମରେ ଶୁଭାରମ୍ଭ କଲା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଅର୍ଥନୈତିକ କ୍ଷେତ୍ରରେ ଲାଭବାନ ହେବେ ଗ୍ରାମାଞ୍ଚଳର ଲୋକ ।