Surprise Me!

ମହୋଦଧିରେ ସ୍ନାନ କରି ମହାପ୍ରଭୁଙ୍କୁ କ୍ଷମା ପ୍ରାର୍ଥନା କଲେ କଂସ

2025-01-15 0 Dailymotion

ସରିଯାଇଛି ବିଶ୍ବ ପ୍ରସିଦ୍ଧ ଧନୁଯାତ୍ରା । ମହୋଦଧିରେ ସ୍ନାନ କରି ମହାପ୍ରଭୁଙ୍କୁ କ୍ଷମା ପ୍ରାର୍ଥନା କରିଛନ୍ତି କଂସ ମହାରାଜା ।