କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ବ୍ଲକ ଛୋରିଆଗଡ଼ ଗାଁରେ 5 ଏକର ଜମିରେ 16 ପ୍ରକାର ଆମ୍ବ ଚାଷ କରି ଲାଭବାନ ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରକାଶ ଚନ୍ଦ୍ର ନାଏକ ।