ଭୁବନେଶ୍ୱରର ଦକ୍ଷତା ବିକାଶ ପ୍ରତିଷ୍ଠାନରେ ଅନ୍ତର୍ଜାତୀୟ ଭାଷା ପ୍ରଶିକ୍ଷଣ କେନ୍ଦ୍ରର ଉଦଘାଟନ । 'ସ୍କିଲ୍ ଅନ୍ ହ୍ୱିଲ"କୁ ପତାକା ଦେଖାଇ ଶୁଭାରମ୍ଭ କଲେ ରାଜ୍ୟପାଳ ।