ମେ' ଶେଷ ସପ୍ତାହରେ ବଙ୍ଗୋପସାଗର ଏବଂ ଆରବସାଗରରେ ଲଘୁଚାପ ସମ୍ଭାବନା ରହିଛି । କାଲିଠାରୁ ରାଜ୍ୟରେ ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଇଁ ୱାର୍ଣ୍ଣିଂ ଜାରି ।