ପୁରୀ ଜିଲ୍ଲାରେ କେତେ ବାଂଲାଦେଶୀ ଅନୁପ୍ରବେଶକାରୀ ଅଛନ୍ତି ? ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ଚିହ୍ନଟ ପ୍ରକ୍ରିୟା ଆରମ୍ଭ ହେବ।