ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଆଗାମୀ 2-3 ଦିନ ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁବ ।