ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଜି ଦକ୍ଷିଣ ଓଡିଶାର କିଛି ଅଞ୍ଚଳକୁ ଅଗ୍ରସର ହୋଇଛି । ନିର୍ଦ୍ଧାରିତ ସମୟ ପୂର୍ବରୁ ଓଡ଼ିଶା ଛୁଇଁଲା ମୌସୁମୀ ।