ଝାଡୁଆପଡା ଅରଣ୍ୟକ ଶୀତଳଷଷ୍ଠୀ ଯାତ୍ରାରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଓ ତାଙ୍କର ଧର୍ମପତ୍ନୀ ମାତା ପାର୍ବତୀଙ୍କ ପିତା ମାତା ହେବାର ସୌଭାଗ୍ୟ ପାଇଛନ୍ତି ।