ମୁଖ୍ୟମନ୍ତ୍ରୀଙ୍କ ଢେଙ୍କାନାଳ ଗସ୍ତ । ପ୍ରାୟ ୫୦ ହଜାର କୋଟି ଟଙ୍କାରୁ ଉର୍ଦ୍ଧ୍ୱ ବିଭିନ୍ନ ଶିଳ୍ପ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।