ସର୍ଭିକାଲ ଆଥ୍ରାଇଟିସ ଚିକିତ୍ସା ପାଇଁ ମୁମ୍ବାଇ ଗଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଆଶୁଆରୋଗ୍ୟ କାମନା କଲେ ବିଜେଡି ନେତା-ଜନସାଧାରଣ ।