ଭୁବନେଶ୍ୱର ବରମୁଣ୍ଡା ପଡ଼ିଆରେ ଆୟୋଜିତ ହେବାକୁ ଥିବା ସମ୍ବିଧାନ ବଞ୍ଚାଅ ସମାବେଶରେ ରାହୁଲଙ୍କ ସହ ଯୋଗଦେବେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖରଗେ।