ଡ୍ରାଇଭର ସଂଘର ଆନ୍ଦୋଳନ ଯୋଗୁଁ ବସ ଚଳାଚଳ ବାଧାପ୍ରାପ୍ତ । ଆଉ ଏହା ଦ୍ୱାରା ପ୍ରଭାବିତ ହୋଇଛନ୍ତି ଅନେକ ଗୁରୁତର ରୋଗୀ ଓ ସମ୍ପର୍କୀୟ।