ଆସନ୍ତା 17 ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା । ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କଲା ପାଣିପାଗ ବିଭାଗ ।