ବାଲେଶ୍ୱର ଏଫ୍ଏମ୍ କଲେଜ ଛାତ୍ରୀଙ୍କ ମୃତ୍ୟୁ ଘଟିଛି । ତେବେ ତାଙ୍କୁ ବଂଚାଇବାକୁ ଚେଷ୍ଟା କରିଥିବା ଜ୍ୟୋତିଙ୍କ ଚାଲିଛି ଚିକିତ୍ସା । ଏପଟେ ଜ୍ୟୋତିଙ୍କ ସହ କଥା ହେଲେ ସ୍ୱାସ୍ଥ୍ୟମନ୍ତ୍ରୀ ।