ତାରିଣୀ ବିରଜା ଏବଂ ଏକାମ୍ର କ୍ଷେତ୍ରର ବିକାଶ କାର୍ଯ୍ୟର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ । ଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରେ ଥିବା ମନ୍ଦିରର ହେବ ଉନ୍ନତିକରଣ ।