Surprise Me!

ପୁଣି ମାଲକାନଗିରିରେ ଲଜ୍ଜା, ଦୁଇ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ

2025-07-27 6 Dailymotion

ନାବାଳିକା ଜଣକ ଦୁଷ୍କର୍ମ ପରେ ଗର୍ଭବତୀ ହୋଇଥିଲେ । ମାମଲା ରୁଜୁ ହେବା ପରେ ଅଭିଯୁକ୍ତକୁ ଗିରଫ କରି କୋର୍ଟଚାଲାଣ କରିଛି ପୋଲିସ ।