Surprise Me!

ଆରପାରିରେ ଅଭିନେତା ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ କନକ ମହାପାତ୍ର, ଶେଷଦର୍ଶନ କଲେ ମୁଖ୍ୟମନ୍ତ୍ରୀ

2025-08-02 22 Dailymotion

ପରଲୋକରେ ଅଭିନେତା ତଥା ବିଜେପି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ । ପରିବାରରେ ଶୋକର ଛାୟା । ମୁଖ୍ୟମନ୍ତ୍ରୀଙ୍କ ଠାରୁ କେନ୍ଦ୍ରମନ୍ତ୍ରୀ ଜଣାଇଲେ ଶ୍ରଦ୍ଧାଞ୍ଜଳୀ ।