ଜଗତସିଂହପୁର ଜିଲ୍ଲା ବିରିଡି ବ୍ଲକ ଅନ୍ତର୍ଗତ ପୂରଣ ପଞ୍ଚାୟତରେ ଜଣ୍ଡିସ ରୋଗ । ଆକ୍ସନ ମୋଡରେ ଜିଲ୍ଲା ସ୍ଵାସ୍ଥ୍ୟ ବିଭାଗ ।