ଆସନ୍ତାକାଲି ଠାରୁ ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିବ । ଉତ୍ତର ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର ଜିଲ୍ଲାଗୁଡିକରେ ବର୍ଷା ଅଧିକ ହେବାର ସମ୍ଭାବନା ।