ଆଜି ଶ୍ରୀମନ୍ଦିରର ପଶ୍ଚିମଦ୍ଵାର ପଟେ ହିଡେନ କ୍ୟାମେରା ଯୁକ୍ତ ଚଷମା ପିନ୍ଧି ପ୍ରବେଶ କରୁଥିବା ବେଳେ ଜଣେ ଯୁବକକୁ ପୋଲିସ ଅଟକ ରଖିଛି।