କେନ୍ଦ୍ର କ୍ୟାବିନେଟ ଇଣ୍ଡିଆ ସେମିକଣ୍ଡକ୍ଟର ମିଶନ ବା ISM ଅଧୀନରେ ଆଉ ୪ଟି ସେମିକଣ୍ଡକ୍ଟର ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି । ୪୦୦୯ କୋଟି ନିବେଶରେ ୨ ଉତ୍ପାଦନ ୟୁନିଟ ପ୍ରତିଷ୍ଠା ହେବ ।