ଦୀର୍ଘ ୨୪ ବର୍ଷ ପରେ ଓଡ଼ିଶାରେ ହେବ ସ୍ୱତନ୍ତ୍ର ଭୋଟର ତାଲିକା ସଂଶୋଧନ । ପ୍ରବାସୀ ଏବଂ ଅସ୍ଥାୟୀ କର୍ମଚାରୀ ତାଲିକାରୁ ବାଦ ନ ପଡ଼ନ୍ତି ସେ ସମ୍ପର୍କରେ ଧ୍ୟାନ ଦେବାକୁ ଅନୁରୋଧ ।