ବିପର୍ଯ୍ୟୟ ପ୍ରତିରୋଧୀ ବିଦ୍ୟୁତ ପରିବହନ ପାଇଁ ଭିତ୍ତିଭୂମି ବିକଶିତ କରିବା ଓ ଧନଜୀବନ ସୁରକ୍ଷା ପାଇଁ କେନ୍ଦ୍ରସରକାରଙ୍କୁ ୧୦ ହଜାର ୫୦୦ କୋଟିରୁ ଊର୍ଦ୍ଧ୍ଵ ଟଙ୍କାର ସହାୟତା ମାଗିଛନ୍ତି ରାଜ୍ୟ ସରକାର ।