ରାଜ୍ୟରେ ଲଘୁଚାପ ପ୍ରଭାବରେ ଜାରି ରହିଛି ବର୍ଷା । ସାରା ରାଜ୍ୟକୁ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ ।