Surprise Me!

ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆସନ୍ତା ୭ ଦିନ ପ୍ରବଳ ବର୍ଷା !

2025-09-07 0 Dailymotion

ରାଜ୍ୟରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ପ୍ରଭାବରେ ଦକ୍ଷିଣ ଓ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ।